ପାରାଦୀପ ପୋର୍ଟ ଲାଞ୍ଚ ମାମଲା: ଚର୍ଚ୍ଚିତ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ସ୍ୱତନ୍ତ୍ର CBI କୋର୍ଟ

ପାରାଦୀପ ପୋର୍ଟ ଲାଞ୍ଚ ମାମଲା: ପାରାଦୀପ ପୋର୍ଟ ଲାଞ୍ଚ ମାମଲା । ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଆଜି ଜାମିନ ମିଳିଛି । ଚର୍ଚ୍ଚିତ ମିଶ୍ରଙ୍କୁ ଜାମିନ ଦେଇଛନ୍ତି ସ୍ୱତନ୍ତ୍ର CBI କୋର୍ଟ । ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି । ସାକ୍ଷୀଙ୍କୁ ପ୍ରଭାବିତ ନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia