April 22, 2025

ପିଏମ୍ ମୋଦୀଙ୍କ ସହ ଓଡିଶା ସାଂସଦଙ୍କ ବ୍ରେକ୍‌ଫାଷ୍ଟ, କାନରେ ଫୁଙ୍କିଲେ ଗୁରୁମନ୍ତ୍ର

ନୂଆଦିଲ୍ଲୀ: ଓଡ଼ିଶା ବିଜେପିର ଦିଲ୍ଲୀ ରାଜନୀତି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଓଡ଼ିଶା ବିଜେପିର ସାଂସଦ । ଉଭୟ ଲୋକସଭା ଏବଂ ରାଜ୍ୟସଭାର ସମସ୍ତ ୯ ଜଣ ସାଂସଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ୭ ଲୋକକଲ୍ୟାଣ ମାର୍ଗସ୍ଥିତ ବାସଭବନରେ ଭେଟିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ସଂଗଠନ କେମିତି ସୁଦୃଢ ହେବ ସେନେଇ ଗୁରୁମନ୍ତ୍ର ଦେଇଥିଲେ ପ୍ରଧାନମନ୍ତ୍ରୀ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia