April 20, 2025

ପିପିଲି ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ

ଭୁବନେଶ୍ବର: ପିପିଲି ଉପନିର୍ବାଚନ ଲାଗି ମତଦାନ ପ୍ରକ୍ରିୟା ସୁରୁଖୁରୁରେ ଚାଲିଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୪.୭୬ ପ୍ରତିଶତ ମତଦାନ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି। କୌଣସି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜି ନାହିଁ। ମତଦାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ମକ୍ ଡ୍ରିଲ୍ କରାଯାଇଥିଲା ବୋଲି କହିଛନ୍ତି ମୁଖ୍ୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia