April 20, 2025

ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକା ଘୋଷଣା

ଭୁବନେଶ୍ୱର: ବିଜେଡି ପରେ ପ୍ରଦେଶ କଂଗ୍ରେସ କମିଟି ମଧ୍ୟ ପିପିଲି ଉପନିର୍ବାଚନ ପାଇଁ ତାର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ମୋଟ ୨୦ ଜଣଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ମିଳିଛି । ସେହିପରି ତାଲିକାର ରହିଛନ୍ତି ପିସିସି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia