April 30, 2025

ପୁଣି ନମ୍ବର ୱାନ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପୁଣି ନମ୍ବର ୱାନ୍ ସ୍ଥାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଦେଶରେ ସବୁଠାରୁ ଲୋକପ୍ରିୟ ନେତା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଇଣ୍ଡିଆ ଟୁଡେ ମୁଡ୍ ଅଫ ନେସନ ପୋଲ୍ ସର୍ଭରେ ଏଭଳି ତଥ୍ୟ ପ୍ରକାଶ ପାଇଛି । ୭୮ ପ୍ରତିଶତ ସହ ସର୍ବୋଚ୍ଚ ସ୍ଥାନରେ ରହିଛନ୍ତି ନବୀନ ପଟ୍ଟନାୟକ । ୬୩

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia