ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା କହିଛି । କୋରାପୁଟ, ମାଲକାନଗିରି, କଳାହାଣ୍ତି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେୱୋ ୱାର୍ଣ୍ଣଂ ଜାରି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Berhampur’s Thakurani Yatra ends
Min clarifies on Ayushman Bharat, warns hospitals against negligence
3 kids find new homes outside state