ଭୁବନେଶ୍ୱର: ନିଯୁକ୍ତି ପାଇବେ ୭୫୪୦ ଶିକ୍ଷକ ଓ ଶିକ୍ଷୟିତ୍ରୀ । ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି। ୭୫୪୦ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ