April 22, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଭାଇ ବିହାରୀ ଚନ୍ଦ୍ର ବିଶ୍ବାଳ ଯୋଗ ଦେଲେ ବିଜେପିରେ

ଭୁବନେଶ୍ବର: ପଂଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ଆଜି ବିଜେଡ଼ି ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ଭାଇ ବିହାରୀ ଚନ୍ଦ୍ର ବିଶ୍ବାଳ ଓ ତାଙ୍କ ପୁତ୍ରବଧୂ ଜ୍ୟୋସ୍ନା ବିଶ୍ୱାଳ ବିଜେପିରେ ସାମିଲ ହୋଇଛନ୍ତି। ଶ୍ରୀ ବିଶ୍ଵାଳ ବେହେରାମାଲ ସ୍ଥିତ ବିଜେପି କାର୍ଯ୍ୟାଳୟରେ ଜିଲ୍ଲା ସଭାପତି,  ବୀରମିତ୍ରପୁର ବିଧାୟକ, ରାଜ୍ୟ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia