April 21, 2025

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ୱାର୍ଡ଼ ସଂରକ୍ଷଣ ଚିଠା ତାଲିକା

ଭୁବନେଶ୍ବର: ପ୍ରକାଶ ପାଇଛି ପୌର ନିର୍ବାଚନ ଓ୍ବାର୍ଡ଼ ସଂରକ୍ଷଣ ଚିଠା ତାଲିକା । କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ଓ୍ବାର୍ଡ଼ ସଂରକ୍ଷଣର ଚିଠା ତାଲିକା ପ୍ରକାଶ ପାଇଛି । ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ଏହି ତାଲିକା ଉପରେ ଆପତ୍ତି ଅଭିଯୋଗ ପାଇଁ ୧୦ ଦିନ ସମୟ ଦିଆଯାଇଛି । ପୂର୍ବରୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia