April 22, 2025

ପୌର ନିର୍ବାଚନ: ଆଜି ନାମାଙ୍କନ ଦାଖଲର ଶେଷ ଦିନ

ଭୁବନେଶ୍ୱର: ପୌର ନିର୍ବାଚନ ଲାଗି ଆଜି ନାମାଙ୍କନ ଦାଖଲର ଶେଷ ଦିନ। ଏଥିପାଇଁ ୩ ପ୍ରମୁଖ ଦଳ ବିଜେଡ଼ି, ବିଜେପି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିବାରେ ଲାଗିଛି। ୩ ଦଳ ପକ୍ଷରୁ ଗୋଟିକ ପରେ ଗୋଟିଏ ପୌରଧ୍ୟକ୍ଷ, ମେୟର, କର୍ପୋରେଟର ଏବଂ କାଉନସିଲରଙ୍କ ନାଁ ଘୋଷଣା କରାଯାଉଛି। ଅନେକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia