April 22, 2025

ପୌର ନିର୍ବାଚନ ପ୍ରସ୍ତୁତ ରାଜ୍ୟ ସରକାର, ଖୁବଶୀଘ୍ର ହେବ ତାରିଖ ଘୋଷଣା

ଭୁବନେଶ୍ୱର: ପୌର ନିର୍ବାଚନ ପାଇଁ ଅଣ୍ଟା ଭିଡିଲେ ସରକାର । ଖୁବଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ସମସ୍ତ ପ୍ରସ୍ତୁତି ଶେଷ ପରେ ନଗର ଉନ୍ନୟନ ବିଭାଗର ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ । ବିଜ୍ଞପ୍ତି ଜରିଆରେ ପୌର ନିର୍ବାଚନ ପାଇଁ ଆହ୍ୱାନ କଲା ନଗର ଉନ୍ନୟନ ବିଭାଗ । ରାଜ୍ୟ ନିର୍ବାଚନ ଆୟୋଗଙ୍କୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia