April 22, 2025

ପୌର ନିର୍ବାଚନ: ଭୁବନେଶ୍ୱର ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ୱର: ଭୁବନେଶ୍ୱର ପାଇଁ ବିଜେପି ଘୋଷଣା କଲା ମେୟର ପ୍ରାର୍ଥୀ । ବିଜେପି ପାଇଁ ପ୍ରାର୍ଥୀ ହେଲେ ସୁନୀତି ମୁଣ୍ଡ୍ । ପୌର ନିର୍ବାଚନ ପାଇଁ ରାଜନୀତି ତେଜୁଥିବା ବେଳେ ଭୁବନେଶ୍ୱର ପାଇଁ ୩ ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । ବିଜେଡି ସୁଲୋଚନା ଦାସଙ୍କୁ ପ୍ରାର୍ଥୀ ଭାବେ ଛିଡା କରିଥିବା ବେଳେ କଂଗ୍ରେସ ମଧୁସ୍ମିତା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia