April 22, 2025

ପ୍ରକାଶ ପାଇଲା ବ୍ରଜରାଜନଗର ଉପନିର୍ବାଚନ ବିଜ୍ଞପ୍ତି: ଆଜିଠୁ ୧୧ ଯାଏ ନାମାଙ୍କନ ଦାଖଲ

ଭୁବନେଶ୍ୱର: ପ୍ରକାଶ ପାଇଲା ବ୍ରଜରାଜନଗର ଉପନିର୍ବାଚନ ବିଜ୍ଞପ୍ତି । ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ। ସେହିପରି ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia