April 23, 2025

ପ୍ରତ୍ୟେକ ଶୁକ୍ରବାର ହସ୍ତତନ୍ତ ଲୁଗା ପିନ୍ଧିବେ କୃଷି ବିଭାଗର କର୍ମଚାରୀ

ଭୁବନେଶ୍ୱର: ରାଜ୍ୟର ଅଗଣିତ ବୁଣାକାରଙ୍କୁ ପ୍ରୋତ୍ସାହନ ଲାଗି ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରୟାସ । କୃଷି ବିଭାଗର କର୍ମଚାରୀ ସପ୍ତାହରେ ଗୋଟିଏ ଦିନ ଅର୍ଥାତ ପ୍ରତ୍ୟେକ ଶୁକ୍ରବାର ଦିନ ହସ୍ତତନ୍ତ ଲୁଗା ପିନ୍ଧିବାକୁ ଅନୁରୋଧ କରାଯାଇଛି । ଯେଉଁଥି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ କୁମାର ପାଢୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia