April 22, 2025

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ ଭାରତରେ ପଢାଯାଉ

ଭୁବନେଶ୍ୱର: ୟୁକ୍ରେନରୁ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦକ୍ଷେପ । ସେମାନଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନ୍‌ରୁ ଅଧାରୁ ପାଠ ଛାଡ଼ି ଆସିଥିବା ଛାତ୍ରଛାତ୍ରୀଙ୍କୁ ସହାୟତା ଦେବା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । {image-cmnaveen-1646584463.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia