ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଆଜି ପାଇଁ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହୋଇଛି । ଏହା ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉପକୂଳ ଛୁଇଁବ । ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia