April 25, 2025

ପ୍ରବଳ ବର୍ଷା ପାଇଁ ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୂର୍ବ-ପଶ୍ଚିମ ଟ୍ରଫ୍‌ ଲାଇନ୍‌ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି । ଏହା ପ୍ରଭାବରେ ମାଲକାନଗିରି, କୋରାପୁଟ,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia