April 20, 2025

ପ୍ରଶାନ୍ତ କିଶୋର ପରେ ମମତାଙ୍କ ଟାର୍ଗେଟରେ କଂଗ୍ରେସ, କହିଲେ – କଂଗ୍ରେସ ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀ ଅଧିକ ଶକ୍ତିଶାଳୀ ହେଉଛନ୍ତି

ନୂଆଦିଲ୍ଲୀ : 2022 ଗୋଆ ବିଧାନସଭା ନିର୍ବାଚନ ପୂର୍ବରୁ ସମସ୍ତ ରାଜନୈତିକ ଦଳ ନିଜକୁ ମଜବୁତ କରିବାରେ ଲାଗିପଡ଼ିଛନ୍ତି । ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଗୋଆରେ ପହଞ୍ଚି ବିଜେପିକୁ ଟାର୍ଗେଟ୍ କରିଛନ୍ତି । କଂଗ୍ରେସ ରାଜନୀତିରେ ଗମ୍ଭୀର ନ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧିକ ଶକ୍ତିଶାଳୀ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia