ଫିଫା ମହିଳା ଫୁଟବଲ ବିଶ୍ୱକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫିଫା ମହିଳା ଫୁଟବଲ ବିଶ୍ୱକପର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମରେ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଶ୍ୱକପ ଟ୍ରଫିର ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ କିକ୍ ଅଫ୍ ଦ ଡ୍ରିମ କାର୍ଯ୍ୟକ୍ରମରେ ଏହି ଲୋଗୋ ଓ ଟ୍ରଫି ଉନ୍ମୋଚନ କରିଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia