April 30, 2025

ଫୋନ ବ୍ୟାଙ୍କିଙ୍ଗ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜଧାନୀର ମୈତ୍ରୀବିହାରରେ ଆଇସିଆଇସିଆଇ ବ୍ୟାଙ୍କର ଷ୍ଟେଟ ଅଫ ଦ ଆର୍ଟ ଫୋନ ବ୍ୟାଙ୍କିଙ୍ଗ ସେଣ୍ଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସେଣ୍ଟରରେ ୧୨୦୦ ଜଣଙ୍କୁ ନିଯୁକ୍ତି ମିଳିବ । ଏଥିରୁ ୬୦% ମହିଳା ରହିବେ ।ଏହି ବ୍ୟାଙ୍କ କୃତ୍ରିମ ବୁଦ୍ଧିମତ୍ତା ଏବଂ ରୋବୋଟିକସରେ ପରିଚାଳିତ ହେବ । ସାରା ଦେଶର ଖୁଚୁରା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia