April 21, 2025

ଫୋକସରେ ୨୦୨୪ ନିର୍ବାଚନ: ବାଦ୍ ପଡିଥିବା ମନ୍ତ୍ରୀଙ୍କୁ ବୁଝାଇଲେ ନବୀନ

ଭୁବନେଶ୍ୱର: ନବୀନ ନିବାସରେ ମନ୍ତ୍ରୀମଣ୍ଡଳରୁ ବାଦ୍ ପଡିଥିବା ମନ୍ତ୍ରୀ । ନବୀନ ନିବାସରୁ ଡାକରା ପାଇବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲେ ଏହି ପୂର୍ବତନ ମନ୍ତ୍ରୀମାନେ । ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ସୁଦାମ ମାରାଣ୍ଡି, ଜ୍ୟୋତି ପାଣିଗ୍ରାହୀ, ରଘୁନନ୍ଦନ ଦାସ, ପଦ୍ମନାଭ ବେହେରା, ଅରୁଣ ସାହୁଙ୍କ ପରି ବିଦାୟୀ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ଆଉ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia