April 20, 2025

ବଙ୍ଗୋପସାଗରରେ ଅବପାତ: ଏହି ସବୁ ସ୍ଥାନରେ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ବିଶେଷକରି ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia