April 20, 2025

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ : କାଲିଠୁ ବଦଳିବ ପାଣିପାଗ

ଭୁବନେଶ୍ୱର: ଆସନ୍ତାକାଲି ଆଉ ଏକ ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ତତ୍ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାପରେ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia