April 20, 2025

ବଢ଼ିଲା ପଞ୍ଚାୟତ ନିର୍ବାଚନ ଖର୍ଚ୍ଚ ସୀମା: ଜିଲ୍ଲା ପରିଷଦ ପ୍ରାର୍ଥୀ ୫ଲକ୍ଷ, ସରପଞ୍ଚ ଖର୍ଚ୍ଚ କରିପାରିବେ ୨ ଲକ୍ଷ

ଭୁବନେଶ୍ୱର: ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବଢ଼ିଲା ଖର୍ଚ୍ଚ ସୀମା । ଜିଲ୍ଲା ପରିଷଦ ସଭ୍ୟଙ୍କ ଖର୍ଚ୍ଚ ସୀମା ୫ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ପଞ୍ଚାୟତ ସମିତି ସଭ୍ୟ ଓ ସରପଞ୍ଚ ୨ ଲକ୍ଷ ଟଙ୍କା ଲେଖାଏଁ ଖର୍ଚ୍ଚ କରିପାରିବେ । ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ତେବେ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia