April 21, 2025

‘ବଦଳିପାରେ ସ୍କୁଲ ଖୋଲିବା ନିଷ୍ପତ୍ତି’

ଭୁବନେଶ୍ବର: ପୂର୍ବର ସ୍ଥିତିକୁ ଦେଖି ସରକାର ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନେଇଥିଲେ। ହେଲେ ଏବେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ବଦଳିପାରେ ବୋଲି ଡିଏମ୍ଇଟି ରମାରମଣ ମହାନ୍ତି କହିଛନ୍ତି। ଡିଏମ୍ଇଟି କହିଛନ୍ତି ପୂର୍ବ ସ୍ଥିତି ଦେଖି ସରକାର ସ୍କୁଲ ଖୋଲିବାକୁ ନିଷ୍ପତ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia