ପୁରୀ : ଶ୍ରୀମନ୍ଦିରରେ 4 ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ 4ଟାରୁ ରାତି 8 ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ 4ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Shah, Sarangi console Prasant’s family; body flown to Delhi
Odia tourists scramble to leave Pahalgam
Last-minute change in travel plan saves family of 3 from Odisha