April 29, 2025

ବର୍ଷାରେ ଭିଜିବ ଭିଜିବ ପାର୍ବଣ, ଆସନ୍ତା ୨ରେ ଆଉ ଏକ ଲଘୁଚାପ

ଭୁବନେଶ୍ବର: ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, କଳାହାଣ୍ତି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେୱୋ ୱାର୍ଣ୍ଣଂ ଜାରି କରିଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia