ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରବଳବର୍ଷା ଓ କୁଆପଥର ମାଡ ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Santhal community in K’jhar celebrates festival
2 Odisha teens thrashed, burnt with cigarettes, forced to drink urine
Youth held from C’garh for woman’s murder in Malkangiri