April 20, 2025

ବଲାଙ୍ଗିରରେ ୨୧ କୋଟି ଟଙ୍କା ବ୍ୟୟରେ ପ୍ରତିଷ୍ଠା ହେବ ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌

ଭୁବନେଶ୍ବର: ବଲାଙ୍ଗିରରେ ଏକ ଅତ୍ୟାଧୁନିକ  ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ୍‌ ପ୍ରତିଷ୍ଠା ହେବ । ଆଧୁନିକ ସୁବିଧା ସୁଯୋଗ ସହ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ଏଥିରେ ଅନେକ ପ୍ରକଳ୍ପ ଅନ୍ତର୍ଭୁକ୍ତ ହେବ। ଏହି କେନ୍ଦ୍ର ଆସନ୍ତା ୩୦ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ ହେବ ବୋଲି ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia