April 20, 2025

ବାତ୍ୟାର ନାମ ଗୁଲାବ କିଏ ଦେଲା ? ଏହାର ଅର୍ଥ କଣ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେବା ପରେ ଏହା ଆନ୍ଧ୍ର ପ୍ରଦେଶର ଉପକୂଳ ଉତ୍ତର ଏବଂ ଉତ୍ତର ପଶ୍ଚିମ ଆଡକୁ ଗତି କରୁଛି। ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୪୧୦ କିମି ଓ କଳିଙ୍ଗପାଟଣମ ଠାରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୪୮୦ କିମି ଦୂରରେ ରହିଛି ।  ଗଭୀର ଅବପାତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia