April 20, 2025

ବାତ୍ୟା ଗୁଲାବର ମୁକାବିଲା ପାଇଁ ନିୟୋଜିତ ହେବେ 24 ଏନଡିଆରଏଫ୍ ଓ 42 ଓଡ୍ରାଫ୍ ଟିମ୍

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ଗୁଲାବକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବାକୁ ଥିବାବେଳେ ଏସଆରସି ପ୍ରଦୀପ ଜେନା ଏନେଇ ସତର୍କ ସୂଚନା ଜାରି କରିଛନ୍ତି । ସୂଚନା ଅନୁସାରେ ସମ୍ଭାବ୍ୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia