April 21, 2025

ବାତ୍ୟା ଜୱାଦ: ପ୍ରସ୍ତୁତି ଓ ପଦକ୍ଷେପ ସଂପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ସୂଚନା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା କହିଲେ ଯେ, ଗତ ଛଅ ଘଣ୍ଟା ମଧ୍ୟରେ ଅବପାତ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅତିକ୍ରମ କରି ଉତ୍ତର-ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୩୨ କିଲୋମିଟର ବେଗରେ ଗତି କରି ଏକ ତୀବ୍ର ଅବପାତର ରୂପ ଧାରଣ କରିଛି ଏବଂ ଭାରତୀୟ ସମୟ ଅନୁଯାୟୀ ଡିସେମ୍ବର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia