April 21, 2025

ବାତ୍ୟା ପରିପ୍ରେକ୍ଷୀରେ ୧୯ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଜୱାଦକୁ ଯୋଗୁ ପାଠପଢା ବ୍ୟାଘାତ ହେବ ସହିତ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୧୯ଟି ଜିଲ୍ଲାରେ ସ୍କୁଲ ଛୁଟି ପାଇଁ ଘୋଷଣା କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।  ବାତ୍ୟା ଜୱାଦ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକରେ ସ୍କୁଲ ବନ୍ଦ ରହିବ।  {image-school1-1638551247.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia