April 21, 2025

ବାତ୍ୟା ସମୟରେ ଫସଲ ସୁରକ୍ଷା ପାଇଁ କୃଷି ବିଭାଗର ପରାମର୍ଶ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ଜାରି କରାଯାଇଥିବା ବାର୍ତ୍ତା ଅନୁଯାୟୀ ଆସନ୍ତା ଡିସେମ୍ବର୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହୋଇ ୪ ତାରିଖ ସକାଳ ଦକ୍ଷିଣ-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସୂଚନା ମିଳିଅଛି । ଏହା ପ୍ରଭାବରୁ ୩ ତାରିଖ ରାତିରୁ ଓଡିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ ଏବଂ ୪ ତାରିଖରେ ଅତିପ୍ରବଳ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia