April 24, 2025

ବାରବାଟୀ ଟି-20: ବେଲ ବଜାଇ ମ୍ୟାଚର ଶୁଭାରମ୍ଭ କରିବେ ନବୀନ

ଭୁବନେଶ୍ୱର: ଆଜି ବାରବାଟୀ ବ୍ୟାଟେଲ । ବାରବାଟୀରେ ବଦଲା ନେବ ଟିମ ଇଣ୍ଡିଆ । ଭାରତ ବନାମ ଦକ୍ଷିଣ ଆଫ୍ରିକା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସରିଜରେ 1-0ରେ ପଛୁଆ ଥିବା ଘରୋଇ ଦଳ ଆଜି ବାରବାଟୀରେ ତାର ଭାଗ୍ୟ ପରୀକ୍ଷା କରିବ । ହଜାର ହଜାର ଦର୍ଶକଙ୍କ ଗହଣରେ ଖେଳାଯିବ ଏହି ବହୁ ପ୍ରତୀକ୍ଷିତ ମ୍ୟାଚ୍

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia