April 30, 2025

ବିଏସ୍ଇରେ ବେଲ୍ ବଜାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁମ୍ବାଇ: ଦେଶର ବାଣିଜ୍ୟ ରାଜଧାନୀ ମୁମ୍ବାଇ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ବେଲ୍ ବଜାଇଛନ୍ତି । ଆଜି ସକାଳ ୧୦ଟା ୫୯ରେ ଓପନିଂ ବେଲ୍ ବଜାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହିତ BSE ଅଧ୍ୟକ୍ଷ ଏସ.ଏସ ମୁନ୍ଦ୍ରାଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ପୂର୍ବରୁ ବହୁ ବିଶିଷ୍ଟ ବ୍ୟକ୍ତି ବମ୍ବେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia