April 21, 2025

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏ ଲୋକ ଏହି ସୁବିଧା ପାଇବେ । ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia