April 21, 2025

ବିଜୁ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନାରେ ଯୋଡି ହେଲା ଗଞ୍ଜାମ, ମୁଖ୍ୟମନ୍ତ୍ରୀ ବାଣ୍ଟିଲେ BSKY କାର୍ଡ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମ ଗସ୍ତରେ ଯାଇ ମା ତାରା ତାରିଣୀଙ୍କ ପବିତ୍ର ପୀଠରୁ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ସ୍ବାଧୀନତା ଦିବସ ଅବସରରେ ସ୍ମାର୍ଟ ହେଲ୍‌ଥ କାର୍ଡ ଘୋଷଣା କରିଥିଲେ ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia