ଗୌହାଟି : ଦେଶରେ ଡିଜେଲ ଏବଂ ପେଟ୍ରୋଲର ମୂଲ୍ୟ ପ୍ରତିଦିନ ବଢିବାରା ଲାଗିଛି । ଦିନକୁ ଦିନ ବଢୁଥୁବା ମୂଲ୍ୟ ଦ୍ୱାରା ଲୋକମାନେ ଅସୁବିଧାରେ ପଡ଼ୁଛନ୍ତି । ମୋଦୀ ସରକାରରେ ତୈଳ ଦର ବୃଦ୍ଧି ହେତୁ ବିଜେପି ନେତାମାନେ ନିରନ୍ତର ବିରୋଧର ସମ୍ମୁଖୀନ ହେଉଛନ୍ତି । ସରକାରଙ୍କ ଏହି ପଦକ୍ଷେପକୁ ରକ୍ଷା କରିବାରେ ଅସୁବିଧା ହେଉଛି ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ