April 20, 2025

ବିଜେଡ଼ିରୁ ନିଲମ୍ବନ ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେଡ଼ିରୁ ନିଲମ୍ବନ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ନିଲମ୍ବନ କରିଥିବା ନେଇ ସୂଚନା ମିଳିଛି। ବିଜେପି କର୍ମୀଙ୍କୁ ମାଡ ମାରିବା ଘଟଣାରେ ନିଲମ୍ବନ ହେଲେ ଚିଲିକା ବିଧାୟକ । ବାଲୁଗାଁ ଏନଏସି ଅଫିସରେ ଆଜି ସାମ୍ନାକୁ ଆସିଥିଲା ଚିଲିକା ବିଧାୟକଙ୍କ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia