April 21, 2025

ବିଜେଡ଼ିର ମିଶ୍ରଣ ପର୍ବ: ସାମିଲ ହେଲେ ବରିଷ୍ଠ ସିପିଆଇ ନେତା

ଭୁବନେଶ୍ୱର : ବିଜେଡ଼ିରେ ଚାଲିଛି ମିଶ୍ରଣ ପର୍ବ। ଦଳରେ ମିଶିଛନ୍ତି ସିପିଆଇ ନେତା ନବକିଶୋର ମହାନ୍ତି । ନବକିଶୋର ଦୀର୍ଘ ୪୦ ବର୍ଷ ଧରି ସିପିଆଇରେ କାମ କରିଥିଲେ। ଏହାସହ ୪୨ଟି ଶ୍ରମିକ ସାମୁଖ୍ୟ ସଙ୍ଗଠନ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । ବିଜେଡିରେ ସାମିଲ ହେବା ପରେ ନବ ମହାନ୍ତି କହିଛନ୍ତି ଯେ , ବାହାରେ ରହି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia