ବିଧାନସଭାରେ ଚୁଡ଼ା-ମୁଢ଼ି ତାତି, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭାରେ ଉଠିଲା ଚୁଡ଼ା, ମୁଢ଼ି ଉପରେ GST ପ୍ରସଙ୍ଗ । ପ୍ରଶ୍ନ କାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଉଠାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଯଦି କେନ୍ଦ୍ର ସରକାର ଏହା ଉପରେ ଜିଏସଟି ଲଗାଉଛନ୍ତି ତେବେ ରାଜ୍ୟ ସରକାର ଏହାକୁ ଓଡ଼ିଶାରେ ନ ଲଗାନ୍ତୁ ବୋଲି ସେ ଦାବି କରିଛନ୍ତି । ଚୁଡ଼ାମୁଢ଼ି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia