April 19, 2025

ବିଧାନସଭା ମୌସୁମୀ ଅଧିବେଶନ: ଆଜି ପାରିତ ହେଲା ୪ଟି ବିଲ୍

ଭୁବନେଶ୍ୱର: ବିରୋଧୀ ଦଳର ନେତାଙ୍କ ହଟ୍ଟଗୋଳ ଭିତରେ ଆଜି ବିଧାନସଭାରେ ୪ଟି ବିଲ୍‌ ପାରିତ ହୋଇଛି। ଓଡ଼ିଶା ପଞ୍ଚାୟତ ସଂଶୋଧନ ବିଲ, ଓଡ଼ିଶା ସରକାରୀ ଜମି ବନ୍ଦୋବସ୍ତ ସଂଶୋଧନ ବିଲ୍‌, ଓଡ଼ିଶା ଗୃହ ବ୍ୟବସ୍ଥା ବୋର୍ଡ ସଂଶୋଧନ ବିଲ୍‌ ଓ ଭାରତୀୟ ଷ୍ଟାମ୍ପ ଓଡ଼ିଶା ସଂଶୋଧନ ବିଲ୍‌ ପାରିତ ହୋଇଛି। ଆସନ୍ତାକାଲି ଦିନ ୧୦.୩୦ ପର୍ଯ୍ୟନ୍ତ ଗୃହ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia