April 21, 2025

ବିଧାୟକଙ୍କ ଇସ୍ତଫା ମଧ୍ୟରେ ୟୁପି ନିର୍ବାଚନ ପାଇଁ 172 ଜଣ ପ୍ରାର୍ଥୀଙ୍କ ତାଲିକା ଚୂଡାନ୍ତ କରିଛି ବିଜେପି

ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରରେ ମନ୍ତ୍ରୀ ଓ ବିଧାୟକଙ୍କ ଇସ୍ତଫା ମଧ୍ୟରେ ଭାରତୀୟ ଜନତା ପାର୍ଟି ଗୁରୁବାର ଦିନ ବିଧାନସଭା ନିର୍ବାଚନ ପାଇଁ 172 ଜଣ ପ୍ରାର୍ଥୀଙ୍କ ନାମ ଚୂଡାନ୍ତ କରିଛି । ଏଥିସହ ଉଭୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଡେପୁଟି ସିଏମ କେଶବ ପ୍ରସାଦ ମୌର୍ଯ୍ୟ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia