April 20, 2025

ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ

ଭୁବନେଶ୍ୱର: ପିପିଲି-ଡେଲାଙ୍ଗ ବିଧାୟକ ଭାବେ ଶପଥ ନେଲେ ରୁଦ୍ର ମହାରଥୀ। ବିଧାନସଭାରେ ଶପଥପାଠ କରାଇଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୨୦ ହଜାରରୁ ଅଧିକ ଭୋଟରେ ପରାଜିତ କରି ବାପାଙ୍କ ଗଡ ବଜାୟ ରଖିଛନ୍ତି ପୁଅ ରୁଦ୍ର । ବାପା ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପ-ନିର୍ବାଚନ ହୋଇଥିଲା ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia