April 22, 2025

ବୁଧବାରଠୁ ବଢ଼ିବ ତାତି, ଏହି ୬ଟି ଜିଲ୍ଲାକୁ ହିଟ୍‌ୱେଭ୍‌ ଆଲର୍ଟ ଜାରି

ଭୁବନେଶ୍ୱର: ଆଉ ଦିନକ ପରେ ଅର୍ଥାତ ବୁଧବାରଠୁ ବଢ଼ିବ ତାତି। ଅସହ୍ୟ ହେବ ଗ୍ରୀଷ୍ମ ଲହରୀ। ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବଢିବ ତାତି। ବିଶେଷ କରି ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅସହ୍ୟ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି। ଆଇଏମ୍‌ଡିର ପୂର୍ବାନୁମାନ ଅନୁସାରେ ୧୬ ଏବଂ ୧୭ ତାରିଖ ଦୁଇ ଦିନ ଧରି ବିଭିନ୍ନ ଜିଲ୍ଲାରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia