April 29, 2025

ବ୍ୟାଟିରୀ ଗାଡ଼ି ମାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ତ

ଯାଜପୁର: ବ୍ୟାଟେରୀ ଗାଡ଼ି ମାନୁଫ୍ୟାକଚରିଂ ୟୁନିଟରେ ଅଗ୍ନିକାଣ୍ତ । ଯାଜପୁର ଜିଲ୍ଲା ବଡ଼ଚଣା ସ୍ଥିତ ଏକ ବ୍ୟାଟେରି ଗାଡ଼ି ସୋ’ରୁମରେ ଅଗ୍ନିକାଣ୍ତ ଘଟିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟସର୍କିଟରୁ ଯୋଗୁ ନିଆଁ ଲାଗିଥିବା ନେଇ ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଦମକଳ ବିଭାଗର ୨ଟି ଗାଡି ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା ଚଳାଇଛନ୍ତି । କ୍ଷୟକ୍ଷତିର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia