April 25, 2025

ଭୁବନେଶ୍ୱରରେ ଦୂର ହେବ ଟ୍ରାଫିକ୍ ସମସ୍ୟା , ସ୍ଥିତି ଅନୁଧ୍ୟାନ କଲେ 5-T ସଚିବ

ଭୁବନେଶ୍ୱର: ରାଜଧାନୀରେ ଭୁବନେଶ୍ୱରରେ ଦୂର ହେବ ଟ୍ରାଫିକ୍ ସମସ୍ୟା । ଟ୍ରାଫିକ ବ୍ୟବସ୍ଥାରେ ଆସିବ ବ୍ୟାପକ ପରିବର୍ତ୍ତନ । ଭୁବନେଶ୍ୱରର ଲୋକସଂଖ୍ୟା ବଢିବା ସହ ଗାଡ଼ିମୋଟର ସଂଖ୍ୟା ମଧ୍ୟ ବଢୁଛି । ଫଳରେ ଟ୍ରାଫିକ୍ ସସମ୍ୟା ମଧ୍ୟ ଦେଖାଯାଉଛି । ଟ୍ରାଫିକ୍ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆଜି ସକାଳୁ ଭୁବନେଶ୍ୱରର ବିଭିନ୍ନ ଛକ ବୁଲିଲେ ୫-ଟି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia