April 22, 2025

ଭୁବନେଶ୍ୱରରେ IBMର କାର୍ଯ୍ୟାଳୟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଜନସେବାରେ ୨୫ ବର୍ଷ ଉତ୍ସର୍ଗ କରିଥିବା ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଜନ୍ମଦିନ ମଧ୍ୟ ଅନ୍ୟଦିନ ପରି ଏକ ସାଧାରଣ ଦିନ । ସବୁଦିନ ପରି ଆଜି ବି ଏକ କର୍ମମୟ ଦିନ । ଆଜି (ରବିବାର ) ରାଜଧାନୀ ଭୁବନେଶ୍ୱରର ଚନ୍ଦକ ଶିଳ୍ପାଞ୍ଚଳରେ ଆଇବିଏମର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia