April 22, 2025

ମଣିପୁରରେ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ, 12 କେନ୍ଦ୍ରରେ ପୁନଃ ମତଦାନ

ଇମ୍ଫାଲ : ମଣିପୁର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମାର୍ଚ୍ଚ 5 ଶନିବାର ଦିନ ମତଦାନ ହେବ । ଏହି ପର୍ଯ୍ୟାୟରେ ରାଜ୍ୟରେ 22 ଟି ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ଫେବୃଆରୀ 28 ରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହୋଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଭୋଟ୍ ହେବାକୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia